0 Comment
ଶିଲଂ : ମେଘାଳୟ ବିଧାନସଭା ନିର୍ବାଚନରେ ସଂଖ୍ୟାଗରିଷ୍ଠ ଦଳ ଭାବେ ଉଭା ହୋଇଥିବା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି) ମୁଖ୍ୟ କନରାଡ ସାଙ୍ଗମା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ସେ ମେଘାଳୟ ରାଜ୍ୟପାଳଙ୍କୁ ଭେଟି ନିଜ ଇସ୍ତଫା ପତ୍ର ପ୍ରଦାନ କରିବା ସହ ନୂଆ ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଛନ୍ତି । ତାଙ୍କ ପାଖରେ ପୂର୍ଣ୍ଣ ବହୁମତ ରହିଥିବା ସେ ଦାବି କରିଛନ୍ତି । ମେଘାଳୟର ୬୦ ସଦସ୍ୟ ବିଶିଷ୍ଟ ବିଧାନସଭାରେ ତାଙ୍କ... Read More