0 Comment
ନୂଆଦିଲ୍ଲୀ: ଆଫଗାନିସ୍ତାନ ଓ ତାଜିକସ୍ତାନରେ ଭୂକମ୍ପ । ରିକ୍ଟର ସ୍କେଲରେ ଆଫଗାନିସ୍ତାନରେ ୪.୧ ତୀବ୍ରତାର ଭୂମିକମ୍ପ ହୋଇଥିବା ବେଳେ ତାଜିକସ୍ତାନରେ ୪.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି। ଏଥିରେ କୌଣସି ସ୍ଥାନରେ ବଡ଼ଧରଣର କ୍ଷୟକ୍ଷତିର ସୂଚନା ମିଳିପାରିନାହିଁ। ଏଥିସହିତ ମଣିପୁରରେ ମଧ୍ୟ ୩.୨ ତୀବ୍ରତାର ଭୂମିକମ୍ପଜ ଅନୁଭୂତ ହୋଇଥିବାର ସୂଚନା ମିଳିଛି। ସୂଚନା ଯେ, ଗତ ୬ ତାରିଖରେ ହୋଇଥିବା ଭୂକମ୍ପ ଯୋଗୁଁ ତୁର୍କୀ ଏବଂ ସିରିୟାରେ ୫୦ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି।... Read More