0 Comment
ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ପାଞ୍ଚଜଣ ନୂଆ ବିଚାରପତିଙ୍କ ନିଯୁକ୍ତିକୁ କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି। ଖୁବ ଶୀଘ୍ର ଏହି ନିଯୁକ୍ତି କରାଯିବ ବୋଲି ସରକାର ସର୍ବୋଚ୍ଚ ନ୍ୟାୟାଳୟକୁ କହିଛନ୍ତି । ସୁପ୍ରିମକୋର୍ଟକୁ ପଦୋନ୍ନତି ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଜଷ୍ଟିସ ପଙ୍କଜ ମିତଲ (ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି), ସଞ୍ଜୟ କାରୋଲ (ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି), ପିଭି ସଞ୍ଜୟ କୁମାର (ମଣିପୁର ହାଇକୋର୍ଟର ମୁଖ୍ୟ ବିଚାରପତି), ଅହସାନୁଦ୍ଦିନ ଅମାନୁଲ୍ଲା (ପାଟନା ହାଇକୋର୍ଟର ବିଚାରପତି) ଏବଂ ମନୋଜ ମିଶ୍ରା (ଆହ୍ଲାବାଦ... Read More