0 Comment
ନୂଆଦିଲ୍ଲୀ : ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ପ୍ରତିଷ୍ଠା ହେବା ପରେ ବୁଧବାର ପ୍ରଥମ ଥର ପାଇଁ ପାଳନ ହୋଇଛି ଦୀପୋତ୍ସବ। ପୂରା ଅଯୋଧ୍ୟା ରେକର୍ଡ ୨୫ ଲକ୍ଷ ଦୀପରେ ଝଟକିଛି। ଏକକାଳୀନ ଏତେ ସଂଖ୍ୟକ ଦୀପ ଜଳିବା ଗୋଟିଏ ବିଶ୍ୱ ରେକର୍ଡ। ବାସ୍ତବରେ ଆୟୋଜକମାନେ ୨୫ ଲକ୍ଷ ଦୀପ ଜାଳିବାକୁ ଯୋଜନା କରିଥିଲେ। କିନ୍ତୁ ସରଜୁ ନଦୀ କୂଳରେ ଅତିରିକ୍ତ ୩ ଲକ୍ଷ ଦୀପ ଲୋକମାନେ ଜାଳି ପୂରା ପରିବେଶକୁ ଆହୁରି ଭବ୍ୟ କରିଛନ୍ତି। ଦୀପ ଜଳିବା... Read More