0 Comment
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଜି-୨୦ ସମ୍ମିଳନୀରେ ଭାଗ ନେବା ପାଇଁ ନଭେମ୍ବର ୧୪ରୁ ୧୬ ପର୍ଯ୍ୟନ୍ତ ଇଣ୍ଡୋନେସିଆ ଗସ୍ତ କରିବେ । ଏନେଇ ବୈଦେଶିକ ମନ୍ତ୍ରଣାଳୟ ପ୍ରବକ୍ତା ଅରିନ୍ଦମ ବାଗଚୀ ସୂଚନା ପ୍ରଦାନ କରିଛନ୍ତି । ବାଗଚୀ କହିଛନ୍ତି ଯେ, ଇଣ୍ଡୋନେସିଆ ରାଷ୍ଟ୍ରପତି ଜୋକୋ ବିଡୋଡୋଙ୍କ ଆମନ୍ତ୍ରଣ କରିଥିବାରୁ ପ୍ରଧାନମନ୍ତ୍ରୀ ମୋଦୀ ଜି-୨୦ ସମ୍ମିଳନୀରେ ଭାଗ ନେଉଛନ୍ତି । ଏହି ଗସ୍ତରେ ମୋଦି ଅନ୍ୟ ଦେଶର ନେତାଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଅନ୍ତରାଷ୍ଟ୍ରୀୟ ଓ କ୍ଷେତ୍ରୀୟ ପ୍ରସଙ୍ଗରେ ଆଲୋଚନା... Read More