0 Comment
ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବଙ୍କ ୮୨ ବର୍ଷରେ ପରଲୋକ ହୋଇଯାଇଛି । ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ସକାଳ ପ୍ରାୟ ୮:୩୦ରେ ମୁଲାୟମଙ୍କ ଦେହାନ୍ତ ହୋଇଥିବା ତାଙ୍କ ପୁଅ ତଥା ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ସୂଚନା ଦେଇଛନ୍ତି । ଅସୁସ୍ଥତା କାରଣରୁ ମୁଲାୟମ ଅଗଷ୍ଟ ୨୨ରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତେବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ି... Read More