0 Comment
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୯,୪୩୬ ନୂଆ କରୋନା ମାମଲା ରିପୋର୍ଟ ହୋଇଛି । ଏଥିସହ ଦେଶରେ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୪,୦୮,୧୩୨କୁ ବୃଦ୍ଧି ପାଇଥିବାବେଳେ ସକ୍ରିୟ ବା ଚିକିତ୍ସାଧୀନ ରୋଗୀଙ୍କ ୮୬,୫୯୧କୁ ଖସି ଆସିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ରବିବାର ସକାଳ ୮ ଟାରେ ପ୍ରକାଶିତ ଅଦ୍ୟତନ ତଥ୍ୟ ଅନୁଯାୟୀ ଦେଶରେ ସଂକ୍ରମଣରେ ୩୦ ଜଣଙ୍କର ମୃତ୍ୟୁ ପରେ ମୃତ୍ୟୁସଂଖ୍ୟା ୫,୨୭,୭୫୪ କୁ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, ଦେଶରେ... Read More