0 Comment
ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ କୋଭିଡ-୧୯ର ୫,୭୪୭ ନୂଆ ମାମଲା ରିପୋର୍ଟ ହୋଇଛି । ଏଥିସହ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୫,୨୮,୫୨୪ କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ମଧ୍ୟ ୪୬,୮୪୮ କୁ ବୃଦ୍ଧି ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଶନିବାର ସକାଳ ୮ ଟାରେ ଅପଡେଟ୍ ହୋଇଥିବା ତଥ୍ୟ ଅନୁଯାୟୀ, ଦେଶରେ ମୋଟ କୋଭିଡ୍ ମୃତ୍ୟୁ ସଂଖ୍ୟା ୫,୨୮,୩୦୨ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି... Read More