0 Comment
ନୂଆଦିଲ୍ଲୀ : ଦେଶରେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଶନିବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ସଂସଦ ଭବନ ମଧ୍ୟରେ ଭୋଟ୍ ଗ୍ରହଣ ହେବ। ଏହି ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଥିବା ଜଣାପଡିଛି । ଲୋକସଭା ଓ ରାଜ୍ୟସଭାର ମୋଟ ୭୮୮ ସଦସ୍ୟ ଏହି ନିର୍ବାଚନରେ ଭୋଟ ଦେବେ। ଭୋଟ ଗ୍ରହଣ ପରେ ଏହାର ଗଣତି କରାଯାଇ ଫଳ ପ୍ରକାଶ ପାଇବ। ଉପରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଆସନ୍ତା ୧୦ ତାରିଖରେ ଶେଷ... Read More