0 Comment
ନୂଆଦିଲ୍ଲୀ: ମଦ ଦୁର୍ନୀତି ମାମଲାରେ ଗିରଫ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ହାଇକୋର୍ଟରୁ କୌଣସି ଆଶ୍ବସ୍ତି ମିଳିନାହିଁ। ଇଡି ଦ୍ବାରା ତାଙ୍କ ଗିରଫଦାରି ବିରୋଧରେ ତାଙ୍କ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। କୋର୍ଟ କହିଛନ୍ତିି ଯେ, କେଜ୍ରିୱାଲ ତାଙ୍କ ଗିରଫକୁ ଚ୍ୟାଲେଞ୍ଜ କରି ଏହି ଆବେଦନ କରିଥିଲେ। ଏହା ଜାମିନ ଆବେଦନ ନୁହେଁ। ହାଇକୋର୍ଟ କହିଛନ୍ତିି, ଇଡି ଦ୍ବାରା କେଜ୍ରିୱାଲଙ୍କ ଗିରଫ ବେଆଇନ ନୁହେଁ। ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କ ବିରୋଧରେ ଅଭିଯୋଗ ନେଇ ଇଡି... Read More