0 Comment
ଇଟାନଗର: ଗୁରୁବାର ସକାଳେ ଅରୁଣାଚଳ ପ୍ରଦେଶରେ ଲଗାତାର ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି କହିଛି ଯେ ଗୁରୁବାର ଦିନ ଅରୁଣାଚଳ ପ୍ରଦେଶରେ ଭିନ୍ନ ଭିନ୍ନ ସମୟରେ ଭୂକମ୍ପ ଅନୁଭୂତ ହୋଇଛି, ଯେଉଁଥିପାଇଁ ଲୋକମାନେ ଭୟଭୀତ ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ଏହି ଦୁଇଟି ଭୂକମ୍ପରେ କୌଣସି କ୍ଷୟକ୍ଷତିର ଘଟିନାହିଁ। ବୁଧବାର ରାତି ୧:୪୯ ରେ ପ୍ରଥମ ଭୂକମ୍ପ ଘଟିଥିଲା, ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୩.୭ ଥିଲା। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଅରୁଣାଚଳ ପ୍ରଦେଶର... Read More