0 Comment
ନୂଆଦିଲ୍ଲୀ: ଇସ୍ରାଏଲ ଓ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଏୟାର ଇଣ୍ଡିଆ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଏୟାର ଇଣ୍ଡିଆ ଅକ୍ଟୋବର ୧୮ ପର୍ଯ୍ୟନ୍ତ ତେଲ ଆଭିବକୁ ନିଜର ସମସ୍ତ ବିମାନକୁ ବାତିଲ କରିଛି। ଏୟାର ଇଣ୍ଡିଆର ଜଣେ ଅଧିକାରୀ କହିଛନ୍ତି ଯେ ଏୟାରଲାଇନ୍ସ ଜରୁରୀ ଆବଶ୍ୟକତା ଆଧାରରେ ଭାରତୀୟ ନାଗରିକଙ୍କୁ ଫେରାଇ ଆଣିବା ପାଇଁ ଚାର୍ଟର୍ଡ ବିମାନ ଚଳାଚଳ କରିବ। ଏହା ପୂର୍ବରୁ ଏୟାର ଇଣ୍ଡିଆ ଇସ୍ରାଏଲର ଅର୍ଥନୈତିକ କେନ୍ଦ୍ର ତେଲ ଅଭିବରୁ ଅକ୍ଟୋବର... Read More