0 Comment
ସୋର : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର। ଦୁର୍ଘଟଣାରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଏପରି ଦୁର୍ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ତଳନଗର ନିକଟରେ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସମସ୍ତ ଆହତଙ୍କ ଘର ପଶ୍ଚିମବଙ୍ଗ ହୋଇଥିବା ବେଳେ ସମସ୍ତେ ଗୋଟିଏ ପରିବାରର ବୋଲି ଜଣାପଡିଛି। ସୂଚନା ଅନୁସାରେ ଆଜି ସକାଳେ ପଶ୍ଚିମବଙ୍ଗରୁ ଗୋଟିଏ ପରିବାରର ଜଗା ଦର୍ଶନ କରିବାକୁ ପୁରୀ ଅଭିମୁଖେ କାର୍ ଯୋଗେ ଯାଉଥିଲେ। ତଳନଗର... Read More