0 Comment
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋରେ ଐତିହ୍ୟ ପ୍ରକଳ୍ପ ଲୋକାର୍ପଣ କରିବେ । ନୂଆ ରୂପରେ ସଜେଇ ହୋଇଛି ଉତ୍କଳମଣିଙ୍କ ପବିତ୍ର ଷଠିଘର ସମେତ ଐତିହ୍ୟ ଗ୍ରାମ ସୁଆଣ୍ଡୋ। ସେଠାରେ ଉତ୍କଳମଣି ଗୋପବନ୍ଧୁଙ୍କ ସର୍ବବୃହତ ପୂର୍ଣ୍ଣାବୟବ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଓ ଗୋପବନ୍ଧୁ ସଂଗ୍ରହାଳୟ ମଧ୍ୟ ଉନ୍ମୋଚନ କରିବେ ମୁଖ୍ୟମନ୍ତ୍ରୀ। ପ୍ରାୟ ୨୫ କୋଟି ଟଙ୍କା ବ୍ୟୟରେ ରୂପାନ୍ତରିତ ହୋଇଛି ସୁଆଣ୍ଡୋ ଐତିହ୍ୟ ଏବଂ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ । ନବନିର୍ମିତ... Read More