0 Comment
କେନ୍ଦୁଝର, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁବାର କେନ୍ଦୁଝର ଜିଲ୍ଲା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ପ୍ରଥମେ, ୩୯ତମ ସବଜୁନିୟର ଜାତୀୟ ହ୍ୟାଣ୍ଡବଲ ପ୍ରତିଯୋଗିତାର ତୃତୀୟ ଦିବସରେ ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ କହିଛନ୍ତି ଯେ, ୨୪ଟି ରାଜ୍ୟର ୪୩୨ ଜଣ ଖେଳାଳି ଓ ୧୫୦ ଅଫିସିଆଲଙ୍କୁ ନେଇ ଅନୁଷ୍ଠିତ ହେଉଥିବା ଏହି ପ୍ରତିଯୋଗିତା କେବଳ ଆମର ଯୁବ ଖେଳାଳିମାନଙ୍କର ଅବିଶ୍ୱସନୀୟ ପ୍ରତିଭା ଏବଂ ଦୃଢ଼ ପ୍ରତିବଦ୍ଧତାକୁ ପ୍ରତିଫଳିତ... Read More