0 Comment
ଭୁବନେଶ୍ୱର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଦାନା’ ଭୟଙ୍କର ରୂପ ଧାରଣ କରି ଗୁରୁବାର ମଧ୍ୟରାତ୍ରିରୁ ଆସନ୍ତାକାଲି ସକାଳ ମଧ୍ୟରେ ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବା ପାଇଁ ଓଡ଼ିଶା ଉପକୂଳ ଆଡ଼କୁ ଗତି କରୁଛି। ସ୍ଥଳଭାଗ ସ୍ପର୍ଶ କରିବା ପରେ ବାତ୍ୟା ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗକୁ ସାମାନ୍ୟ ଗତି କରିବା ସମ୍ଭାବନା ଥିବାରୁ ରାଜ୍ୟର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଭାଗରେ ଅଧିକ ବର୍ଷା ହୋଇପାରେ। ବାତ୍ୟା ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ୫ରୁ... Read More