0 Comment
ଭୁବନେଶ୍ୱର -ତୃଣମୂଳସ୍ତରରେ ଯୋଜନାର ସଫଳ କାର୍ଯ୍ୟକାରିତା ଦୃଷ୍ଟିରୁ ଦେଶର ଅଗ୍ରଣୀ ରାଜ୍ୟ ମଧ୍ୟରେ ଓଡ଼ିଶା ଅନ୍ୟତମ। ନୀତି ଆୟୋଗଙ୍କ ‘ଆକାଂକ୍ଷୀ’ ଜିଲ୍ଲା କାର୍ଯ୍ୟକ୍ରମରେ ସ୍ଥାନ ପାଇଥିବା ଓଡ଼ିଶାର ଜିଲ୍ଲାଗୁଡ଼ିକ ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହିକ୍ରମରେ ଅକ୍ଟୋବର ମାସ ପାଇଁ ପ୍ରକାଶ ପାଇଥିବା ସାମଗ୍ରିକ ବର୍ଗର ଡେଲ୍ଟା ରାଙ୍କିଙ୍ଗ୍ରେ ରାୟଗଡ଼ା ଜିଲ୍ଲା ପ୍ରଥମ ସ୍ଥାନ ଅଧିକାର କରିଛି । ଶିକ୍ଷା, ସ୍ୱାସ୍ଥ୍ୟ, କୃଷି ଓ ଜଳସେଚନ, ଭିତ୍ତିଭୂମି ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଆଦି ୫ଟି ମାନଦଣ୍ଡକୁ ନେଇ... Read More