0 Comment
ଭୁବନେଶ୍ବର : ଦକ୍ଷିଣ-ପୂର୍ବ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ସହ ଏକ ନିମ୍ନଚାପରେଖା ଦକ୍ଷିଣ-ପୂର୍ବ ବାଂଲାଦେଶ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗର ସହ ମିଆଁମାର ଉପକୂଳ ପର୍ଯ୍ୟନ୍ତ ଲମ୍ବିଛି। ଏହା କ୍ରମଶଃ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ୪ ତାରିଖ ବେଳକୁ ଲଘୁଚାପ ରୂପ ନେଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା... Read More