0 Comment
ଭୁବନେଶ୍ୱର : ରାସନକାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ସୂଚନା। ପ୍ରକୃତ ରାସନକାର୍ଡ ହିତାଧିକାରୀ ଚିହ୍ନଟ ପାଇଁ ଚାଲିଥିବା E-KYC ଏବେ ବନ୍ଦ ହେବନି। ଯେଉଁ ପର୍ଯ୍ୟନ୍ତ ଶେଷ ବ୍ୟକ୍ତିଙ୍କ E-KYC ସରିନି, ସେଯାଏଁ କାମ ଚାଲୁ ରହିବ ବୋଲି ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ ଆହୁରି କହିଛନ୍ତି, ପାଖାପାଖି ସାଢ଼େ ୩ କୋଟି ଲୋକଙ୍କ E-KYC ହେବ। ଅଦ୍ୟାବଧି ୨ କୋଟି ଲୋକଙ୍କ E-KYC ସରିଛି, ଆଉ ଦେଢ଼ କୋଟି ଲୋକଙ୍କର ବାକି ରହିଛି। ଏଥିପାଇଁ... Read More