0 Comment
ଭୁବନେଶ୍ୱର: ଭରତପୁର ଥାନା ଘଟଣା ପରିପ୍ରେକ୍ଷୀରେ କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ ଅନୁରୋଧ କରାଯାଇଛି । ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ କ୍ରାଇମବ୍ରାଞ୍ଚ... Read More