0 Comment
ଭୁବନେଶ୍ୱର : ଲୋକଙ୍କ ଦୁଆରେ ପହଞ୍ଚିବ ନ୍ୟାୟ। ପ୍ରତି ବ୍ଲକରେ ଆରମ୍ଭ ହେବ ନ୍ୟାୟାଳୟ। ଗୁରୁବାର ଏପରି ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ଵରରେ ଆଇନ ବିଭାଗ ପକ୍ଷରୁ ଗୁରୁବାର ଆୟୋଜିତ ହୋଇଛି ଭାରତୀୟ ନ୍ୟାୟ ସଂହିତା(ବିଏନଏସ) ଏବଂ ଭାରତୀୟ ନାଗରିକ ସୁରକ୍ଷା ସଂହିତା(ବିଏନଏସଏସ) ଜାଗୃତିକରଣ କାର୍ଯ୍ୟକ୍ରମ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେଇ କହିଥିଲେ, ଆଇନ ସମ୍ପର୍କରେ ରାଜ୍ୟ ସରକାର ରାଜ୍ୟବାସୀଙ୍କୁ ସଚେତନ କରାଇବେ। ନୂଆ ଆଇନ ବିଏନଏସ ଏବଂ... Read More