0 Comment
ଭୁବନେଶ୍ୱର : ରାଜ୍ୟରୁ ବେଆଇନ ମଦ କାରବାରକୁ ମୂଳପୋଛ କରିବା ପାଇଁ ଗତ ଅଗଷ୍ଟ ୨୦ତାରିଖରୁ ରାଜ୍ୟରେ ଦୀର୍ଘତମ ଚଢ଼ାଉ ଅଭିଯାନରେ ଆଜି ସୁଦ୍ଧା ୨୬୦୬ଜଣ ଲୋକଙ୍କୁ ଗିରଫ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ରାଜ୍ୟରୁ ବେଆଇନ ମଦ କାରବାରକୁ ନେଇ କଠୋର ଆଭିମୁଖ୍ୟ ପୋଷଣ କରିବା ସହ ନୂଆ ମଦ ଦୋକାନ ଖୋଲିବା ଉପରେ କଟକଣା ଜାରି କରିଛନ୍ତି । ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ,... Read More