0 Comment
ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମସ୍ତ ବିଭାଗୀୟ ସଚିବମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବାକୁ ପରାମର୍ଶ ଦେଇଛନ୍ତି। ଏହାସହିତ ବିଭିନ୍ନ କ୍ଷେତ୍ରରେ ଅଧିକ ପୁଞ୍ଜି ବିନିଯୋଗ କରି ଅଭିବୃଦ୍ଧି ତ୍ୱରାନ୍ୱିତ କରିବାକୁ ସେ ପରାମର୍ଶ ଦେଇଥିଲେ। ସେ କହିଥିଲେ ଯେ ଅଭିବୃଦ୍ଧି ତ୍ୱରାନ୍ୱିତ ହେଲେ ନିଯୁକ୍ତି ସୁଯୋଗ ମଧ୍ୟ ବୃଦ୍ଧି ପାଇବ। ବିଭିନ୍ନ ବିଭାଗ, ବିଶେଷ କରି ଭିତ୍ତିଭୂମି ନିର୍ମାଣ ଦାୟିତ୍ୱରେ ଥିବା ବିଭାଗ... Read More