0 Comment
ଭୁବନେଶ୍ବର : ରାଜ୍ୟରେ ଗୁରୁଚାପ ପ୍ରଭାବରେ ଘନ କୁହୁଡି ଆଶଙ୍କା ରହିଛି । ଏଣେ ସାମୁଦ୍ରିକ ବାୟୁର ପ୍ରବାହ ବୃଦ୍ଧି ଯୋଗୁଁ ଆସନ୍ତା କିଛି ଦିନ ଯାଏଁ ରାଜ୍ୟର ତାପମାତ୍ରା ବିଶେଷ ହ୍ରାସ ହେବାର ସମ୍ଭାବନା ନାହିଁ। ଆସନ୍ତା ୪ ଦିନ ମଧ୍ୟ ଏଭଳି ସ୍ଥିତି ଜାରି ରହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଗତ ଗୁରୁବାର ରାଜ୍ୟର ସର୍ବନିମ୍ନ ତାପମାତ୍ରା କୋରାପୁଟ ଠାରେ ୧୧ ଡିଗ୍ରୀ ରେକର୍ଡ ହୋଇଥିଲା।... Read More