0 Comment
ଭୁବନେଶ୍ୱର : ଆଜିଠୁ ଯୁକ୍ତ୨ ପ୍ରଥମ ପର୍ଯ୍ୟାୟ ନାମଲେଖା । ୨୫ ତାରିଖ ଯାଏ ଏହି ନାମଲେଖା ପ୍ରକ୍ରିୟା ଜାରି ରହିବ । ପରେ ୨୭ ତାରିଖ ଭିତରେ ସ୍ଲାଇଡ୍ ଅପ୍ ଆବେଦନ କରିବେ । ସେପ୍ଟେମ୍ବର ୨ରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ବାହାରିବ । ଏହି ପର୍ଯ୍ୟାୟରେ ନାମଲେଖା ସେପ୍ଟେମ୍ବର ୫ରୁ ୭ ତାରିଖ ଭିତରେ ହେବ । ଏହି ପର୍ଯ୍ୟାୟ ପରେ ବଳକା ସିଟର ନାମଲେଖା ପାଇଁ ସେପ୍ଟେମ୍ବର ୧୩ରେ ସ୍ପଟ୍ ମେଧା... Read More