0 Comment
କଟକ : ଦୁର୍ଘଟଣା ଗସ୍ତ ହେଲା ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର । ଏକ ବାଇକ ସହ ରାଣୀ ପଣ୍ଡା କାର ମୁହାଁମୁହିଁ ଧକ୍କା ହୋଇଥିବା ସୂଚନା । ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଆଠଗଡ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ମୃତକ ଜଣଙ୍କ ହେଉଛନ୍ତି ରାଜନଗର ଗ୍ରାମର ସୁକାନ୍ତ ବେହେରା । ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର... Read More