0 Comment
ପୁରୀ : ଶ୍ରୀମନ୍ଦିର ଗର୍ଭଗୃହର ଫଟୋ ଓ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ । ଫଳରେ ଶ୍ରୀମନ୍ଦିରର ସୁରକ୍ଷା ନେଇ ଉଠିଲା ପ୍ରଶ୍ନ। ଆକାଶ ଚୌଧୁରୀ ନାମକ ଜଣେ ଯୁବକ ନିଜ ଫେସବୁକ ଆକାଉଣ୍ଟରେ ଏହାକୁ ପୋଷ୍ଟ କରିଛନ୍ତି। ଗର୍ଭଗୃହର ଫଟୋ ସହିତ ଦର୍ଶନ ପାଇଁ ଯାଉଥିବା ବେଳର ଭିଡିଓ ନିଜ ଫେସବୁକ୍ ପେଜରେ ଅପଲୋଡ କରିଛନ୍ତି ଆକାଶ । ଗୁପ୍ତ କ୍ୟାମେରା କିମ୍ବା ମୋବାଇଲରେ ଭିଡିଓ ସୁଟିଂ କରାଯାଇଥିବା ଅନୁମାନ କରାଯାଉଛି । ଆକାଶ ଚୌଧୁରୀଙ୍କ... Read More