0 Comment
ଭଦ୍ରକ : ଧାମନଗର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଆଜି ମତଦାନ ହେଉଛି । ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ ଚାଲିଛି । ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ଧାମନଗର ନିର୍ବାଚନ ମଣ୍ଡଳୀର ୨ ଲକ୍ଷ ୩୮ହଜାର ୪୧୭ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିପାରିବେ । ମୋଟ ୨୫୨ଟି ବୁଥରେ ଭୋଟ ଗ୍ରହଣ ଚାଲିଛି । ୧୧୦ଟି ବୁଥ ସମ୍ବେଦନଶୀଳ ଭାବେ ଚିହ୍ନଟ... Read More