0 Comment
ସୋନପୁର : ସୋନପୁର ଜିଲା ବିରମହାରାଜପୁର ଥାନା ରୁଗୁଡ଼ପାଲି ଗାଁରେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗୁଳିକାଣ୍ଡ । ଏଥିରେ ଜଣେ ଗୁରୁତର ହୋଇଥିଲେ । ସ୍ଥାନୀୟ ଲୋକେ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବୀରମହାରାଜପୁର ପୋଲିସର ତଦନ୍ତ ଆରମ୍ଭ । ସୂଚନା ଯେ, ରବିବାର ବିଳମ୍ବିତ ରାତିରେ ରୁଗୁଡିପାଲି ଗାଁର ପଞ୍ଚାନନ ମିଶ୍ର ଗାଁରେ ଥିବାବେଳେ ବାଘରତୈଲା ଗାଁର ଜଣେ ଯୁବକ ଆସି ୫ ରୁ ୬ ରାଉଣ୍ଡ ଗୁଳି ଚଳାଇଥିଲେ ।... Read More