0 Comment
ଭୁବନେଶ୍ୱର : ଆରମ୍ଭ ହୋଇଛି ବିଜେଡିର ପ୍ରଶିକ୍ଷଣ ଶିବିର । ବରମୁଣ୍ଡା ପଡ଼ିଆରେ ଆୟୋଜିତ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଆରେ ଯୋଗ ଦେଇ ଦଳୀୟ ନେତା ଓ କର୍ମୀଙ୍କୁ ଉଦବୋଧନ ଦେଇଛନ୍ତି । ସରକାରଙ୍କ ଯୋଜନା ଓ ବାର୍ତ୍ତାକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ଆହ୍ୱାନ ଦେଇଛନ୍ତି ବିଜେଡି ସୁପ୍ରିମୋ। ସେହିପରି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ କହିଛନ୍ତି, ରାଜ୍ୟର ବିକାଶ ପାଇଁ ନବୀନ... Read More