0 Comment
ଭୁବନେଶ୍ୱର : ଜାତୀୟ ଜଙ୍ଗଲ ଶହୀଦ ଦିବସ ଅବସରରେ ଓଡ଼ିଶାର ବଣଜଙ୍ଗଲ ଓ ବନ୍ୟଜନ୍ତୁଙ୍କ ସୁରକ୍ଷା ସମୟରେ ପ୍ରାଣ ହରାଇଥିବା ଅମର ଶହୀଦ ଅମ୍ମାନ ସ୍ମତି ଉଦ୍ଦେଶ୍ୟରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ଭନ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ଉଭିଦ ସମ୍ବଳ କେନ୍ଦ୍ରଠାରେ ରାଜ୍ୟସ୍ତରୀୟ ବନବାହିନୀ ଶହୀଦ ସ୍ମାରକର ଉନ୍ମୋଚନ କରିବା ସହିତ ଶହୀଦ ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି । ବଣଜଙ୍ଗଲ ଓ ବନ୍ୟଜନ୍ତୁଙ୍କ ସୁରକ୍ଷା ସମୟରେ ଶହୀଦ ହୋଇଥିବା... Read More