0 Comment
ଭୁବନେଶ୍ବର : ଆଜି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନଞ୍ଚ କରାଯାଇଛି। ଏହା ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ କାଲିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବିଶେଷକରି ୯ ତାରିଖରେ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୫ ଦିନ... Read More