0 Comment
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଶିକ୍ଷା ରୂପାନ୍ତରଣ ପ୍ରକ୍ରିୟା ଆଉ ପାଦେ ଆଗକୁ ବଢିଛି । ଗୁଣାତ୍ମକ ଶିକ୍ଷାକୁ ରାଜ୍ୟ ସରକାର ଅଗ୍ରାଧିକାର ଦେଉଥିବା ବେଳେ ଆଜି ରାଜ୍ୟର ଅନୁଦାନପ୍ରାପ୍ତ ବିଭିନ୍ନ ଡିଗ୍ରୀ କଲେଜରେ ୨୭୪ ଜଣ ଅଧ୍ୟାପକ ନିଯୁକ୍ତି ପାଇବେ। ରାଜ୍ୟର ବିଭିନ୍ନ ସରକାରୀ ଓ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜଗୁଡ଼ିକରେ ଖାଲି ଥିବା ଶିକ୍ଷକ ଓ ଅଣଶିକ୍ଷକ ପଦ ପୂରଣ ପାଇଁ ଉଚ୍ଚଶିକ୍ଷା ବିଭାଗ ପଦକ୍ଷେପ ଗ୍ରହଣ କରୁଛି। ନିକଟରେ ୩୩୪ ଅଣଶିକ୍ଷକ କର୍ମଚାରୀଙ୍କୁ ନିଯୁକ୍ତି... Read More