0 Comment
ପୁରୀ : ପୁରୀ ଶ୍ରୀମନ୍ଦିରରେ ବଡ଼ ଅଘଟଣ । ଗର୍ଭଗୃହ ରତ୍ନ ସିଂହାସନ ପାଖରେ ଏକ ପଥର ଖଣ୍ଡ ଖସିପଡ଼ିଥିବା ସୂଚନା ମିଳିଛି । ଏହା ପଥର କି ଚୂନ ବୋଲି ଚର୍ଚ୍ଚା ଚାଲିଛି । ଏହି ପଥର ଖଣ୍ଡକୁ ଶ୍ରୀମନ୍ଦିର ଗାରଦରେ ଜବତ କରି ରଖାଯାଇଛି । ତେବେ ବଡ଼ ଠାକୁରଙ୍କ ପଛ ପରିକ୍ରମାରେ ଏହି ଖଣ୍ଡ ପଡ଼ିଥିବା ସୂଚନା ମିଳିଛି । ସୌଭାଗ୍ୟବଶତଃ ଏହା ଦ୍ୱାରା ବଡ଼ ଠାକୁରଙ୍କ ଶ୍ରୀଅଙ୍ଗ କିନ୍ତୁ ସୁରକ୍ଷିତ ରହିଛି... Read More