0 Comment
ଭୁବନେଶ୍ବର : ଆସନ୍ତା ଅଗଷ୍ଟ ୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ବୋଲି ଜଣାପଡ଼ିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକ ଓ ନୀତି ଆୟୋଗର ୭ମ ପରିଚାଳନା ପରିଷଦ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନା ଅନୁଯାୟୀ, ୫ତାରିଖ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯିବେ। ୬ତାରିଖରେ ୭୫ତମ ସ୍ବାଧୀନତା ଦିବସ ଉପଲକ୍ଷେ ଆୟୋଜିତ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ... Read More