0 Comment
ଭୁବନେଶ୍ୱର : ୭ ଦିନ ଭିତରେ ବନ୍ୟା କ୍ଷୟକ୍ଷତିର ରିପୋର୍ଟ ଦେବା ପାଇଁ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟା ପ୍ରଭାବିତ ଜିଲ୍ଲାଗୁଡିକରେ କେତେ ଚାଷ ଜମି ନଷ୍ଟ ହୋଇଛି ଓ କେତେ ଘର ଭାଙ୍ଗିଛି , ତାହାର ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛି ରାଜସ୍ୱ ବିଭାଗ । ପ୍ରଭାବିତ ଅଞ୍ଚଳରେ ବିଭିନ୍ନ ବିଭାଗ କ୍ଷୟକ୍ଷତିର ପ୍ରାଥମିକ ଆକଳନ ଆରମ୍ଭ କରିଛନ୍ତି । ରିଲିଫ କୋଡ୍ ଅନୁସାରେ ରିପୋର୍ଟ ଆସିବାର ୧୫ ଦିନ... Read More