0 Comment
ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ମାମଲା ଗତ କିଛିଦିନ ଧରି ଲଗାତାର ବୃଦ୍ଧି ପାଉଥିବାବେଳେ ଆଜି ସେଥିରେ ସାମାନ୍ୟ ହ୍ରାସ ପରିଲକ୍ଷିତ ହୋଇଛି । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୮୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୩୪୮ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହି ସଂକ୍ରମିତଙ୍କ ମଧ୍ୟରେ ୧୬୯ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସର ଶିଶୁ... Read More