0 Comment
ଭୁବନେଶ୍ୱର : ଆଜି ଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ । ମୌସୁମୀ ସକ୍ରିୟ ହେବା ଯୋଗୁଁ ଆକାଶ ମେଘାଚ୍ଛନ୍ନ ରହିବ । ଏହାର ପ୍ରଭାବରେ ରାଜ୍ୟରେ ବଢ଼ିଥିବା ତାପମାତ୍ର ହ୍ରାସ ପାଇବ । ଏହି ପରିପ୍ରେକ୍ଷୀରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପାଗ ଶୁଖିଲା ରହିବ। ଆସନ୍ତା ୫ ଓ ୬ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଦେଇଛନ୍ତି ।... Read More