0 Comment
କଟକ : ଜାତିଆଣ ମନ୍ତବ୍ୟ ଅଭିଯୋଗରେ ସମ୍ଭାବ୍ୟ ଗିରଫଦାରୀକୁ ଏଡ଼ାଇବା ପାଇଁ ଆଗୁଆ ଜାମିନ ଆବେଦନ କରିଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ନିଜ ସଂସଦ ପତି ଅନୁଭବଙ୍କ ଜଣେ କର୍ମଚାରୀଙ୍କ ପ୍ରତି ବର୍ଷା ଜାତିଆଣ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଛି । ଏ ନେଇ ଦିଲ୍ଲୀ ପୋଲିସ ପକ୍ଷରୁ ନୋଟିସ୍ ପାଇବା ପରେ ବର୍ଷା ଆଜି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ବର୍ଷାଙ୍କ ସମେତ ତାଙ୍କ ମା’ ଦୀପା ସାହୁ ଓ ଜଣେ ଝିଆରୀଙ୍କ ନାମରେ... Read More