0 Comment
ମାଲକାନଗିରି : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଲଘୁଚାପଟି ଅବପାତରେ ପରିଣତ ହୋଇ ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି। ଏହା ପ୍ରଭାବରେ ୨୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛ। ଆଜି ସକାଳେ ମଧ୍ୟ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ଲଗାଣ ବର୍ଷା ଯୋଗୁଁ ବେହାଲ ସମଗ୍ର ମାଲକାନଗିରି... Read More