0 Comment
ଭୁବନେଶ୍ୱର : ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ରାଜ୍ୟ ସରକାର ୧୧ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ । ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ୧ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସୁବିଧା ମଧ୍ୟ ମିଳିବ । ୧ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ଉପରେ ଚାଷୀଙ୍କୁ କୌଣସି ସୁଧ ଦେବାକୁ ପଡ଼ିବ ନାହିଁ । ତେବେ ୧ରୁ ୩ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଉପରେ ୨ପ୍ରତିଶତ ସୁଧ ଦେବାକୁ ପଡ଼ିବ ବୋଲି... Read More