0 Comment
ମେଷ- ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁ ସାହାଯ୍ୟ କରିପାରନ୍ତି। କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ। ଅଚାନକ ଭାବରେ ବନ୍ଧୁଙ୍କ ଆମନ୍ତ୍ରଣ ପାଇ ଯାତ୍ରା କରିପାରନ୍ତି। ବୃଷ- ଉପସ୍ଥିତ ବୁଦ୍ଧି ଓ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟକୁ ଆପଣାର କରିବାରେ ସାହାଯ୍ୟ କରିପାରେ। ଅର୍ଥଲାଭ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିପାରେ। ଘରର କେତେକ ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ... Read More