0 Comment
ଭୁବନେଶ୍ୱର : ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ପରେ ୱେଲମାର୍କଡ ଲୋ ପ୍ରେସରରେ ପରିଣତ ହେବ । ପରବର୍ତ୍ତୀ ୪୮ ଘଣ୍ଟାରେ ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ । ଏହାର ପ୍ରଭାବରେ ଆଜିଠୁ ବଢ଼ିବ ବର୍ଷା ପରିମାଣ। ୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ... Read More