0 Comment
ମେଷ: ମନରେ ଆତ୍ମବିଶ୍ୱାସ ଭରପୂର ରହିବ। ମା’ଙ୍କ ସ୍ୱାସ୍ଥ୍ୟରେ ସୁଧାର ଆସିବ। ପରିବାରରେ ଧାର୍ମିକ କାର୍ଯ୍ୟ ହୋଇପାରେ। ଖର୍ଚ୍ଚ ବୃଦ୍ଧି ପାଇବ। ବୃଷ: ମନ ପ୍ରସନ୍ନ ରହିବ। କଥାବାର୍ତ୍ତାରେ ସନ୍ତୁଳନ ବଜାୟ ରଖନ୍ତୁ। ଲେଖାଲେଖି କାର୍ଯ୍ୟରେ ବ୍ୟସ୍ତ ରହିବେ। କାର୍ଯ୍ୟକ୍ଷେତ୍ରରେ ସଂଘର୍ଷ କରିବାକୁ ପଡ଼ିପାରେ। ମିଥୁନ: ବାଣୀରେ ମଧୁରତା ରହିବ। ନିଜର ଭାବନାକୁ ନିୟନ୍ତ୍ରଣରେ ରଖନ୍ତୁ। ଚାକିରିରେ ଆୟ ବଢ଼ିବ। ଦୀର୍ଘ ଦିନରୁ ଅଟକିଥିବା କାର୍ଯ୍ୟ ପୂରା ହେବ। କର୍କଟ: ମନରେ ଶାନ୍ତି ରହିବ। ଚାକିରିରେ ଉନ୍ନତିର... Read More