0 Comment
ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ । ବୃଷ : ଆଜି ବାଣିଜ୍ୟ,... Read More