0 Comment
ମେଷ : ଆଜି ଆପଣଙ୍କ ଦିନ ମିଶ୍ରିତ ଫଳଦାୟୀ ରହିବ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ଅଫିସ୍ ର ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭ ହେବ। ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। କୌଣସି ପ୍ରକାରର ସଙ୍କଟରେ ନ ପଡ଼ନନ୍ତୁ ସେଥିପାଇଁ ଦେଖିଚାହିଁ କାର୍ଯ୍ୟ କରିବାକୁ ଉପଦେଶ। ବ୍ୟବସାୟ କ୍ଷେତ୍ରରେ ଆଜି ଅଧିକାରୀମାନଙ୍କ ସାଙ୍ଗରେ ଉଗ୍ର ଚର୍ଚ୍ଚା କରିବେ ନାହିଁ,... Read More