0 Comment
ମେଷ- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । ବାହାନ କିଣିବା ଲାଗି ଆଗ୍ରହ ବଢିବ । ଚାକିରିରେ ପଦୋନ୍ନତି ମିଳିପାରେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ବୃଷ- ବ୍ୟବସାୟରେ ଉନ୍ନତି କରିବେ । ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ । ଜମିବାଡିକୁ... Read More