0 Comment
ନୂଆଦିଲ୍ଲୀ : ଦୀର୍ଘ ୪୧ ଦିନର ଆନ୍ଦୋଳନରେ ଲାଗିବ ବିରାମ । ଆନ୍ଦୋଳନରୁ ଉଠିବେ ପଶ୍ଚିମବଙ୍ଗ ଜୁନିୟର ଡାକ୍ତର। ଆରଜି କର ମେଡିକାଲର ଜୁନିଅର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗ ମାମଲାରେ ଚାଲିଥିବା ଡାକ୍ତର ଆନ୍ଦୋଳନ ଆଶିଂକ ରୂପେ ସମାପ୍ତ ହେବ । ଶନିବାର ଠାରୁ ପଶ୍ଚିମବଙ୍ଗର ଜୁନିୟର ଡାକ୍ତର ଆନ୍ଦୋଳନରୁ ଓହରିବେ ଏବଂ କାର୍ଯ୍ୟରେ ଯୋଗଦେବେ ବୋଲି ସୂଚନା ମିଳିଛି। ଏହାସହିତ ଶନିବାରଠାରୁ ଜରୁରୀ ମେଡ଼ିକାଲ ସେବାରେ ଯୋଗଦେବେ, କିନ୍ତୁ ଓପିଡି ସେବା ଯୋଗାଇ... Read More