0 Comment
ନୂଆଦିଲ୍ଲୀ : ପଶ୍ଚିମବଙ୍ଗ ସରକାର ମହିଳାମାନଙ୍କ ରାତି ଡ୍ୟୁଟି ବନ୍ଦ କରିବା ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଛନ୍ତି ସୁପ୍ରିମକୋର୍ଟ। ମହିଳାମାନଙ୍କୁ ଡ୍ୟୁଟିକୁ ଆସିବାକୁ ବାରଣ କରିବାକୁ ସରକାର କିଏ, ସେମାନଙ୍କୁ ସୁରକ୍ଷା ଯୋଗାଇବା ରାଜ୍ୟ ସରକାରଙ୍କ କାମ ବୋଲି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ କହିଛନ୍ତି। କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା ଉପରେ ଆଜି ସିବିଆଇ ଆଉ ଏକ ତଦନ୍ତ ରିପୋର୍ଟ ଦାଖଲ କରିଥିଲା।... Read More