0 Comment
ନୂଆଦିଲ୍ଲୀ: ଦିଲ୍ଲୀ ମେୟର ନିର୍ବାଚନକୁ ନେଇ ବିଜେପିକୁ ସୁପ୍ରିମକୋର୍ଟରୁ ଲାଗିଛି ବଡ଼ ଝଟକା । ସୁପ୍ରିମକୋର୍ଟ କହିଛନ୍ତି ଯେ ମେୟର ନିର୍ବାଚନରେ ମନୋନୀତ ସଦସ୍ୟ ଭୋଟ୍ ଦେଇ ପାରିବେ ନାହିଁ। ସମ୍ବିଧାନରେ ଏହା ସ୍ପଷ୍ଟ ଉଲ୍ଲେଖ ରହିଛି । ଆପ୍ ମେୟର ପ୍ରାର୍ଥୀ ଶେଲୀ ଓବେରୟଙ୍କ ଆବେଦନ ଉପରେ ଏପରି କହିଛନ୍ତି ସୁପ୍ରିମକୋର୍ଟ । ଏହା ସହିତ ଫେବୃଆରୀ ୧୬ରେ ହେବାକୁ ଥିବା ଦିଲ୍ଲୀ ମେୟର ନିର୍ବାଚନ ଉପରେ ମଧ୍ୟ ରୋକ୍ ଲଗାଯାଇଛି। ଏଥରକୁ ମିଶାଇ ଚତୁର୍ଥ... Read More